ଉପଦେଶକ 11:9 - ପବିତ୍ର ବାଇବଲ9 ହେ ଯୁବକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦୟ ଯାହା କରିବା ପାଇଁ ତୁମ୍ଭକୁ ଆଗେଇ ନେଉଛି, ତାହା କର। ଯାହା ଗ୍ଭହୁଁଛ ତାହା କର। କିନ୍ତୁ ମନେରଖ ଯେ, ତୁମ୍ଭେମାନେ ଯାହାସବୁ କରୁଛ, ପରମେଶ୍ୱର ତା'ର ବିଗ୍ଭର କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ଵର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। Gade chapit laଓଡିଆ ବାଇବେଲ9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। Gade chapit la |
ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ। ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”