Biblia Todo Logo
Bib sou entènèt

- Piblisite -




ଉପଦେଶକ 12:10 - ପବିତ୍ର ବାଇବଲ

10 ଉପଦେଶକ ସଠିକ୍ ଶବ୍ଦ ଖୋଜିବା ପାଇଁ ଚେଷ୍ଟା କଲେ। ଏବଂ ଯେଉଁ ଶବ୍ଦଗୁଡ଼ିକ ପୁରାପୁରି ସତ୍ୟ ଓ ସିଦ୍ଧ, ସେଗୁଡ଼ିକ ଲେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲା।

Gade chapit la Kopi

ଓଡିଆ ବାଇବେଲ

10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।

Gade chapit la Kopi




ଉପଦେଶକ 12:10
14 Referans Kwoze  

ତୁମ୍ଭମାନଙ୍କର ଭରସା ହେତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ ଓ ସାଧୁମାନଙ୍କୁ ପ୍ରେମ କରୁଛ। ତୁମ୍ଭେ ଯେଉଁ ବିଷୟ ଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭେମାନେ ଯେତେବେଳେ ସ‌ତ୍‌‌ଶିକ୍ଷା ବା ସୁସମାଗ୍ଭର ଶୁଣିଥିଲ, ସେତେବେଳେ ଏହି ଭରସା ବିଷୟରେ ଜାଣିଥିଲ।


ମୁଁ ଯାହା କହୁଛି ତାହା ସତ୍ୟ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସେମାନଙ୍କ ମଧ୍ୟରେ ସବୁଠାରୁ ଜଘନ୍ୟ ପାପୀ।


ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ୟ ଅଟେ। ମାତ୍ର ସ୍ୱଳ୍ପ କଥା ଆନନ୍ଦ ଦାୟକ।


ଏହି ବାକ୍ୟଗୁଡ଼ିକ ହେଉଛି ଉପଦେଶକମାନଙ୍କର। ଉପଦେଶକ ହେଉଛନ୍ତି ଯିରୁଶାଲମର ରାଜା ଦାଉଦଙ୍କର ପୁତ୍ର।


ମୁଁ ତୁମ୍ଭକୁ ସତ୍ୟ କହୁଛି, ଆମ୍ଭେ ଯାହାସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭେମାନେ ତାହା ଗ୍ରହଣ କରୁ ନାହଁ।


ଉତ୍ତମ ଉତ୍ତର ଦେଇ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ଯଥୋଚିତ କଥା ଯଥୋଚିତ ସମୟରେ ଅଟେ।


ମୁଁ ଉପଦେଶକ ଯିରୁଶାଲମରେ ଇସ୍ରାଏଲର ଉପରେ ରାଜା ଥିଲି।


ଧାର୍ମିକ ଲୋକମାନେ କ’ଣ କହିବାକୁ ହେବ ଜାଣନ୍ତି, କିନ୍ତୁ ଦୁଷ୍ଟଗଣ କହନ୍ତି ଯାହା ଅସୁବିଧାରେ ପକାଏ।


Swiv nou:

Piblisite


Piblisite