Biblia Todo Logo
Bib sou entènèt

- Piblisite -




ଉପଦେଶକ 12:12 - ପବିତ୍ର ବାଇବଲ

12 କିନ୍ତୁ ମୋର ପୁତ୍ର, ସେଥିରେ ଯାହା ଯୋଗ କରାଯାଇଛି ତା’ ପାଇଁ ଯତ୍ନବାନ୍ ହୁଅ। ପୁସ୍ତକଗୁଡ଼ିକ ଲେଖିବାର ଅନ୍ତ ନାହିଁ ଏବଂ ଅତ୍ୟଧିକ ପଠନ ତୁମ୍ଭକୁ ଅତ୍ୟନ୍ତ କ୍ଳାନ୍ତ ପ୍ରଦାନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।

Gade chapit la Kopi

ଓଡିଆ ବାଇବେଲ

12 ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।

Gade chapit la Kopi




ଉପଦେଶକ 12:12
7 Referans Kwoze  

ବହୁତ ଜ୍ଞାନରେ ବହୁତ କ୍ଳେଶ ଥାଏ। ଯେ ବିଦ୍ୟା ବୃଦ୍ଧି କରେ ସେ ଦୁଃଖ ବୃଦ୍ଧି କରେ।


ଯୀଶୁ ଆହୁରି ଅନେକ କାର୍ଯ୍ୟ କରିଥିଲେ। ମୁଁ ମନେ କରେ ଯେ, ଯୀଶୁଙ୍କ ବିଷୟରେ ସମସ୍ତ ବିଷୟ ଯଦି ଲେଖା ହୋଇ ଥା'ନ୍ତା, ତେବେ ସେହି ପୁସ୍ତକଗୁଡ଼ିକ ରଖିବା ପାଇଁ ସାରା ଜଗତରେ ସ୍ଥାନ ହୁଅନ୍ତା ନାହିଁ।


“ତୁମ୍ଭେମାନେ ଯତ୍ନ ସହକାରେ ଧର୍ମ ଶାସ୍ତ୍ରଗୁଡ଼ିକ ଅଧ୍ୟୟନ କରୁଛ। କାରଣ ତୁମ୍ଭେମାନେ ବିଶ୍ୱାସ କର ଯେ, ସେହି ଧର୍ମଶାସ୍ତ୍ର ଦ୍ୱାରା ହିଁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବ। ସେହି ଧର୍ମଶାସ୍ତ୍ର ଗୁଡ଼ିକ ମୋ’ ବିଷୟରେ କହନ୍ତି।


ତାଙ୍କ ଜୀବନ କାଳ ମଧ୍ୟରେ ସେ 3,000 ନୀତିକଥା ଓ 1,005 ଗୀତ ରଚନା କଲେ।


କିନ୍ତୁ ଏହି ପୁସ୍ତକରେ ଏହିସବୁ ଲେଖା ହୋଇଛି ଯେପରି ତୁମ୍ଭେ ବିଶ୍ୱାସ କରିବ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଓ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି ଓ ବିଶ୍ୱାସ କରି, ତୁମ୍ଭେମାନେ ତାହାଙ୍କ ନାମ ଦ୍ୱାରା ଜୀବନ ପ୍ରାପ୍ତ ହେବ, ଏଥିନିମନ୍ତେ ଏ ସମସ୍ତ ଲେଖାଯାଇଛି।


Swiv nou:

Piblisite


Piblisite