Biblia Todo Logo
Bib sou entènèt

- Piblisite -




ଉପଦେଶକ 12:3 - ପବିତ୍ର ବାଇବଲ

3 ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ସଂଖ୍ୟକ ହେବାରୁ ନିବୃତ୍ତ ହେବେ। ପୁଣି ସେହିମାନେ ଯେଉଁମାନେ ଝରକାରୁ ଉଙ୍କିମାରି ଦେଖନ୍ତି, ସେମାନେ ଅନ୍ଧ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେହି ଦିନ ଗୃହ-ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ

Gade chapit la Kopi

ଓଡିଆ ବାଇବେଲ

3 ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;

Gade chapit la Kopi




ଉପଦେଶକ 12:3
9 Referans Kwoze  

ମୋର ଜୀବନର ମଝିରେ ସଦାପ୍ରଭୁ ମୋର ବଳକୁ ହ୍ରାସ କରି, ସେ ମୋର ଆୟୁ ଊଣା କରିଛନ୍ତି।


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ବୃଦ୍ଧ ଓ ବୃଦ୍ଧାମାନେ ପୁନର୍ବାର ଯିରୁଶାଲମର ଖୋଲା ସ୍ଥାନରେ ବସ। ପ୍ରତ୍ୟେକଙ୍କ ହାତରେ ଏକ ଆଶାବାଡ଼ି ରହିବ କାରଣ ସେମାନଙ୍କର ବୃଦ୍ଧାବସ୍ଥା ପାଇଁ।


ଏହି ସମୟରେ ଏଲିଙ୍କର ଚକ୍ଷୁ ଧୁନ୍ଦୁଳା ହେବାକୁ ଲାଗିଲା। ଏଣୁ ସେ ଦେଖି ପାରିଲେ ନାହିଁ, ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ।


ଇସ୍ରାଏଲ ବହୁତ ବୃଦ୍ଧ ହୋଇଥିବାରୁ ତାଙ୍କୁ ଭଲ ଦେଖା ଯାଉ ନ ଥିଲା। ତେଣୁ ଯୋଷେଫ ତାଙ୍କର ପୁତ୍ରମାନଙ୍କୁ ଇସ୍ରାଏଲଙ୍କ ନିକଟକୁ ନେଲେ। ଇସ୍ରାଏଲ ସେମାନଙ୍କୁ ଚୁମ୍ବନ ଦେଲେ ଓ କୋଳେଇ ନେଲେ।


ଇ‌ସ୍‌ହାକ ବୃଦ୍ଧ ହେଲା ପରେ ତାଙ୍କ ଆଖିକୁ ଭଲ ଦେଖା ଗଲା ନାହିଁ। ଦିନେ ସେ ତାଙ୍କର ବଡ଼ ପୁତ୍ର ଏଷୌକୁ ପାଖକୁ ଡାକି କହିଲେ, “ହେ ପୁତ୍ର” ଏଷୌ! ସେ ଉତ୍ତର ଦେଲେ, “ମୁଁ ଏହିଠାରେ,”


ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି। ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି। ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା'ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ। ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକର ପ୍ରତୀକ ଅଟେ। ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।


ମୁଁ ଆଜି ନଇଁ ଯାଇଛି। ଭାଙ୍ଗି ପଡ଼ିଛି, ସାରାଦିନ ମୁଁ ବ୍ୟଥିତ ହୋଇଛି।


Swiv nou:

Piblisite


Piblisite