ଉପଦେଶକ 12:8 - ପବିତ୍ର ବାଇବଲ8 ଉପଦେଶକ କହଇ, ଅସାରର ଅସାର ସବୁ ହିଁ ଅସାର। Gade chapit laପବିତ୍ର ବାଇବଲ (Re-edited) - (BSI)8 ଉପଦେଶକ କହଇ, ଅସାରର ଅସାର, ସବୁ ହିଁ ଅସାର। Gade chapit laଓଡିଆ ବାଇବେଲ8 ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଉପଦେଶକ କହନ୍ତି, ଅସାରର ଅସାର, ସବୁ ହିଁ ଅସାର। Gade chapit la |
ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।