Biblia Todo Logo
Bib sou entènèt

- Piblisite -




ଉପଦେଶକ 12:9 - ପବିତ୍ର ବାଇବଲ

9 ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ୟାନ କରି ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ସଂଗ୍ରହ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲା; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ବିନ୍ୟାସ କଲା।

Gade chapit la Kopi

ଓଡିଆ ବାଇବେଲ

9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।

Gade chapit la Kopi




ଉପଦେଶକ 12:9
8 Referans Kwoze  

ତାଙ୍କ ଜୀବନ କାଳ ମଧ୍ୟରେ ସେ 3,000 ନୀତିକଥା ଓ 1,005 ଗୀତ ରଚନା କଲେ।


ଏହି ହିତୋପଦେଶଗୁଡ଼ିକ ହେଉଛି, ଦାଉଦଙ୍କର ପୁତ୍ର ଶଲୋମନଙ୍କର। ଶଲୋମନ ଇସ୍ରାଏଲର ରାଜା ଥିଲେ।


ଏଗୁଡ଼ିକ ହେଉଛି ଶଲୋମନଙ୍କ ରଚିତ ହିତୋପଦେଶ। ଏହି ହିତୋପଦେଶ ଗୁଡ଼ିକ ଯିହୁଦାର ରାଜା ହି‌‌‌ଷ୍‌‌‌କୀୟର ଲୋକମାନେ ଲେଖି ଥିଲେ।


ଏଗୁଡ଼ିକ ହେଉଛି ଶଲୋମନଙ୍କ ହିତୋପଦେଶ। ଜ୍ଞାନୀ ପୁତ୍ର ପିତାକୁ ଆନନ୍ଦିତ କରେ। କିନ୍ତୁ ମୂର୍ଖ ପୁତ୍ର ତା'ର ମାତାର ଦୁଃଖ ବଢ଼ାଏ।


ତୁମ୍ଭର ସ୍ତ୍ରୀମାନେ ଓ ତୁମ୍ଭର ଲୋକମାନେ ବାସ୍ତବରେ ଭାଗ୍ୟବାନ୍, ତୁମ୍ଭ ଉପସ୍ଥିତିରେ ରହି ଜ୍ଞାନର ବାକ୍ୟଗୁଡ଼ିକ ତୁମ୍ଭ ଓଠରୁ ଶୁଣନ୍ତି।


ପୁଣି ସଦାପ୍ରଭୁ ପ୍ରତିଜ୍ଞାନୁସାରେ ଶଲୋମନକୁ ଜ୍ଞାନ ଦେଲେ ଆଉ ହୀରମ୍ ଓ ଶଲୋମନଙ୍କ ମଧ୍ୟରେ ସନ୍ଧି ହେଲା ଓ ସେ ଦୁହେଁ ପରସ୍ପର ଚୁକ୍ତି କଲେ।


ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ୟ ହେବେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ଯ୍ୟ କରିବେ, ଶେଷ ସମୟ ପର୍ଯ୍ୟନ୍ତ ତାରାଗଣ ତୁଲ୍ୟ ଉଜ୍ଜ୍ୱଳ ହେବେ।


Swiv nou:

Piblisite


Piblisite