ଉପଦେଶକ 2:10 - ପବିତ୍ର ବାଇବଲ10 ମୋର ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ଅଭାବ କଲି ନାହିଁ। କାରଣ ମୋହର ସମସ୍ତ ପରିଶ୍ରମ ସକାଶୁଁ ମୋହର ହୃଦୟ ଆନନ୍ଦ କଲା। ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ମୋʼ ଚକ୍ଷୁ ଯାହା ବାଞ୍ଛା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା। Gade chapit laଓଡିଆ ବାଇବେଲ10 ପୁଣି, ମୋ’ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ମୋʼ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା। Gade chapit la |
ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ। ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”