ଉପଦେଶକ 2:17 - ପବିତ୍ର ବାଇବଲ17 ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ଯ୍ୟତଳେ ସମସ୍ତ ବିଷୟ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି। Gade chapit laପବିତ୍ର ବାଇବଲ (Re-edited) - (BSI)17 ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋʼ ପ୍ରତି କ୍ଳେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର। Gade chapit laଓଡିଆ ବାଇବେଲ17 ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋ’ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତକାର୍ଯ୍ୟ ମୋʼ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର। Gade chapit la |