ଉପଦେଶକ 2:18 - ପବିତ୍ର ବାଇବଲ18 ସୂର୍ଯ୍ୟତଳେ ମୁଁ ଯହିଁରେ ପରିଶ୍ରାନ୍ତ ହେଲି, ମୋହର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି, କାରଣ ମୋର ଉତ୍ତରାଧିକାରୀ ପାଇଁ ତାହା ସବୁ ଛାଡ଼ି ଯିବାକୁ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି, ସୂର୍ଯ୍ୟ ତଳେ ମୁଁ ଯହିଁରେ ପରିଶ୍ରା; ହେଲି, ମୋହର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ। Gade chapit laଓଡିଆ ବାଇବେଲ18 ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହିସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହି ସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ। Gade chapit la |
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।