ଉପଦେଶକ 2:22 - ପବିତ୍ର ବାଇବଲ22 ସୂର୍ଯ୍ୟ ତଳେ ଜଣେ ମନୁଷ୍ୟ ପରିଶ୍ରମ କରି ଓ ହୃଦୟକୁ ଦୁଃଖ ଦେଇ କ’ଣ ପାଏ? Gade chapit laପବିତ୍ର ବାଇବଲ (Re-edited) - (BSI)22 ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେ ଯେ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରା; ହୁଏ, ସେସବୁରୁ ସେ କʼଣ ପାଏ? Gade chapit laଓଡିଆ ବାଇବେଲ22 ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କ’ଣ ପାଏ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କʼଣ ପାଏ? Gade chapit la |
ଯଦି କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ।