Biblia Todo Logo
Bib sou entènèt

- Piblisite -




ଉପଦେଶକ 2:9 - ପବିତ୍ର ବାଇବଲ

9 ଏହିପରି ମୋ’ ପୂର୍ବେ ଯିରୁଶାଲମରେ ଯେଉଁମାନେ ଥିଲେ, ସେ ସମସ୍ତଙ୍କ ଅପେକ୍ଷା ଶକ୍ତିଶାଳୀ ଧନୀ ହେଲି। ମୋର ଜ୍ଞାନ ଏହିସବୁରେ ମୋତେ ସାହାଯ୍ୟ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼଠାରେ ରହିଲା।

Gade chapit la Kopi

ଓଡିଆ ବାଇବେଲ

9 ଏହିରୂପେ ମୋ’ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋ’ଠାରେ ରହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼ ଠାରେ ରହିଲା।

Gade chapit la Kopi




ଉପଦେଶକ 2:9
8 Referans Kwoze  

ସଦାପ୍ରଭୁ ଶଲୋମନଙ୍କୁ ଅତି ମହାନ କଲେ। ଇସ୍ରାଏଲର ସମସ୍ତ ଲୋକ ଜାଣିଥିଲେ ଯେ, ସଦାପ୍ରଭୁ ହିଁ ଶଲୋମନଙ୍କୁ ମହାନ କରିଅଛନ୍ତି। ସଦାପ୍ରଭୁ ଶଲୋମନଙ୍କୁ ରାଜୋଚିତ୍ତ ସମ୍ମାନ ପ୍ରଦାନ କଲେ। ଶଲୋମନଙ୍କ ପୂର୍ବରୁ ଇସ୍ରାଏଲର କୌଣସି ରାଜା ଏହିପରି ସମ୍ମାନ ପାଇ ନ ଥିଲେ।


ମୁଁ ନିଜକୁ ନିଜେ କହେ, “ମୁଁ ବଡ଼ ଜ୍ଞାନୀ ଯିରୁଶାଲମରେ ମୋ’ ପୂର୍ବରୁ ଯେଉଁ ରାଜା ଥିଲେ, ମୁଁ ସେମାନଙ୍କଠାରୁ ଜ୍ଞାନବାନ୍। ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି। ମୋର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାନୁଭବୀ ହୋଇଅଛି?”


ଶଲୋମନ ପୃଥିବୀର ସର୍ବଶ୍ରେଷ୍ଠ ରାଜା ଥିଲେ। କାରଣ ଐଶ୍ୱର୍ଯ୍ୟରେ ଓ ଧନରେ ତାଙ୍କଠାରୁ ଅଧିକ କୌଣସି ରାଜା ନ ଥିଲେ।


ଯେହେତୁ ସଦାପ୍ରଭୁ ପରମେଶ୍ୱର ତାଙ୍କ ସହିତ ଥିଲେ, ଦାଉଦଙ୍କର ପୁତ୍ର ଶଲୋମନ ଜଣେ ପ୍ରତିଷ୍ଠିତ ରାଜା ହେବାକୁ ସକ୍ଷମ ହୋଇଥିଲେ। ସଦାପ୍ରଭୁ ତାଙ୍କୁ ଅତ୍ୟନ୍ତ ମହାନ କଲେ।


ମୁଁ ଆଖିରେ ନ ଦେଖିବା ପର୍ଯ୍ୟନ୍ତ ବିଶ୍ୱାସ କରି ପାରିଲି ନାହିଁ। ବର୍ତ୍ତମାନ ସେ ସବୁ ନିଜ ଆଖିରେ ଦେଖିଅଛି। ଯାହାସବୁ ମୁଁ ଶୁଣିଥିଲି, ତୁଳନାତ୍ମକ ମୁଁ ତାହା ପାଇଛି, ଜିନିଷଗୁଡ଼ିକ ମୁଁ ଏଠାରେ ଯାହା ଦେଖୁଛି ବହୁତ ବଡ଼ ଅଟେ। ତୁମ୍ଭର ଜ୍ଞାନ ଓ ଐଶ୍ୱର୍ଯ୍ୟର କଥା ଯାହା ମୋତେ ଲୋକମାନେ କହିଥିଲେ, ତା'ଠାରୁ ବହୁତ ଅଧିକ।


ତେଣୁ ତୁମ୍ଭେ ଯାହା ମାଗିଲ ଆମ୍ଭେ ତାହା ଦେବାକୁ ଯାଉଅଛୁ। ଆମ୍ଭେ ତୁମ୍ଭକୁ ଜ୍ଞାନି ଓ ବୁଦ୍ଧିମାନ କରାଇବା। ଆମ୍ଭେ ତୁମ୍ଭକୁ ଏପରି ମହତ୍ ଜ୍ଞାନ ଦେବା ଯେ, ଅତୀତରେ ତୁମ୍ଭ ସମାନ କେହି ନ ଥିଲେ କି ଭବିଷ୍ୟତରେ କେହି ହେବେ ନାହିଁ।


ଜଣେ ବ୍ୟକ୍ତିର ଯେତେ ଅଧିକ ସମ୍ପତ୍ତି ଅଛି, ତାହାର ସେତେ “ବନ୍ଧୁ” ତା'ର ସମ୍ପତ୍ତି ଖର୍ଚ୍ଚ କରିବାକୁ ସାହାଯ୍ୟ କରନ୍ତି। ତେଣୁ ସେହି ଧନୀ ବ୍ୟକ୍ତିଟି ପ୍ରକୃତରେ କିଛି ଲାଭ ପାଏ ନାହିଁ। କେବଳ ସେ ନିଜ ସମ୍ପତ୍ତିକୁ ଦେଖେ।


Swiv nou:

Piblisite


Piblisite