ଉପଦେଶକ 3:17 - ପବିତ୍ର ବାଇବଲ17 ମୁଁ ମନେ ମନେ କହିଲି: “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଗ୍ଭର କରିବେ। କାରଣ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)17 ମୁଁ ମନେ ମନେ କହିଲି, ପରମେଶ୍ଵର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନୋରଥ ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି। Gade chapit laଓଡିଆ ବାଇବେଲ17 ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।” Gade chapit la |
ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ, ମୃତମାନଙ୍କର ବିଗ୍ଭର ସମୟ ଆସିଛି; ତୁମ୍ଭ ସେବକମାନଙ୍କୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”