ଉପଦେଶକ 3:18 - ପବିତ୍ର ବାଇବଲ18 ମୁଁ ନିଜେ ମନେ ମନେ ଲୋକମାନଙ୍କ ବିଷୟରେ ଭାବିଲି, ମୁଁ ନିଜକୁ ନିଜେ ଚିନ୍ତା କଲି, “ପରମେଶ୍ୱର ସେମାନଙ୍କୁ ଦେଖାଇ ଦେବାକୁ ଗ୍ଭହାନ୍ତି ଯେ, ସେମାନେ ପଶୁ ତୁଲ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)18 ମୁଁ ମନେ ମନେ କହିଲି, ପରମେଶ୍ଵର ଯେପରି ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି। Gade chapit laଓଡିଆ ବାଇବେଲ18 ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।” Gade chapit la |