Biblia Todo Logo
Bib sou entènèt

- Piblisite -




ଉପଦେଶକ 3:21 - ପବିତ୍ର ବାଇବଲ

21 ମନୁଷ୍ୟର ଆତ୍ମା ସ୍ୱର୍ଗଗାମୀ ଓ ପଶୁର ଆତ୍ମା ନର୍କଗାମୀ ହୁଏ, କିଏ ଏ ବିଷୟରେ କହି ପାରିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମନୁଷ୍ୟର ଆତ୍ମା ଊର୍ଦ୍ଧ୍ଵଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ?

Gade chapit la Kopi

ଓଡିଆ ବାଇବେଲ

21 ମନୁଷ୍ୟର ଆତ୍ମା ଉର୍ଦ୍ଧ୍ୱଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମନୁଷ୍ୟର ଆତ୍ମା ଊର୍ଦ୍ଧ୍ୱଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ?

Gade chapit la Kopi




ଉପଦେଶକ 3:21
9 Referans Kwoze  

ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପରେ ପୁଣି ଧୂଳିକୁ ଫେରିଯିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ୱରଙ୍କ ନିକଟକୁ ଫେରିଯିବ।


ଜୀବନ ଓ ମୃତ୍ୟୁ ମଧ୍ୟରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ।


ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥିରେ ଆମ୍ଭେ ରହିଛୁ, ତାହା ନଷ୍ଟ ହେବ। ଏପରି ଘଟିଲା ପରେ ପରମେଶ୍ୱରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦେବେ। ଏହା ମଣିଷ ଦ୍ୱାରା ନିର୍ମିତ ନୁହେଁ।


ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା'ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ।


ଆମ୍ଭେମାନେ ଏହି ଶରୀରରୁ ଦୂରକୁ ଯିବାକୁ ଓ ପ୍ରଭୁଙ୍କ ନିକଟସ୍ଥ ହେବାକୁ ଅଧିକ ପସନ୍ଦ କରୁ।


ସେହି ପଦରେ ପ୍ରେରିତ ହେବା ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ୟରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦେଖାଇଦିଅ।”


ସଦାପ୍ରଭୁ ତୁମ୍ଭକୁ ସର୍ବଦା ସମସ୍ତଙ୍କ ଉପରେ ସ୍ଥାପନ କରିବେ କେଉଁଥିରେ ପଛ କରିବେ ନାହିଁ। ସେ ତୁମ୍ଭକୁ ସର୍ବଦା ମସ୍ତକ କରିବେ ଲାଙ୍ଗୁଳ କରିବେ ନାହିଁ। ଏହିପରି ସବୁ ହେବ, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କର ସମସ୍ତ ବିଧି ଓ ନିୟମ ମାନି ଚଳିବ। ଯାହା ଆଜି ମୁଁ ତୁମ୍ଭମାନଙ୍କୁ କହୁଅଛ।


କିନ୍ତୁ ମଣିଷ ଯେତେବେଳେ ମରିଯାଏ। ସେ ସମସ୍ତ ଶକ୍ତି ହରାଇ ଦିଏ। ସେପରି ଶେଷ ନିଶ୍ୱାସ ନିଏ ଏବଂ ତା'ପରେ ସେ କେଉଁଠାରେ?


Swiv nou:

Piblisite


Piblisite