ଉପଦେଶକ 4:1 - ପବିତ୍ର ବାଇବଲ1 ପୁନ୍ନରାୟ ବହୁତ ଲୋକ ଅତ୍ୟାଗ୍ଭରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସେମାନଙ୍କୁ ସାନ୍ତ୍ୱନା ଦେବା ପାଇଁ କେହି ମଧ୍ୟ ନ ଥିଲେ। କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ୟ ମୁଁ ଦେଖିଲି। ସେମାନଙ୍କ ଦ୍ୱାରା ଆହତ ଲୋକମାନଙ୍କୁ କେହି ସାନ୍ତ୍ୱନା ଦେବାକୁ ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଉପଦ୍ରବସବୁ ଦେଖିଲି; ଆଉ ଦେଖ, ଉପଦ୍ରବପ୍ରାପ୍ତଣଲୋକମାନଙ୍କର ଅଶ୍ରୁପାତ ହୁଏ ଓ ସେମାନଙ୍କର ସାନ୍ତ୍ଵନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ଵନାକାରୀ କେହି ନାହିଁ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ। Gade chapit la |
ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।