Biblia Todo Logo
Bib sou entènèt

- Piblisite -




ଉପଦେଶକ 4:14 - ପବିତ୍ର ବାଇବଲ

14 କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା। ଆହୁରି ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।

Gade chapit la Kopi

ଓଡିଆ ବାଇବେଲ

14 କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମି ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।

Gade chapit la Kopi




ଉପଦେଶକ 4:14
15 Referans Kwoze  

ତେଣୁ ଫାରୋ ଯୋଷେଫଙ୍କୁ ବନ୍ଦୀଶାଳାରୁ ଡକାଇଲେ। କାରାରକ୍ଷୀ ଯୋଷେଫଙ୍କୁ ଶୀଘ୍ର ବନ୍ଦୀଶାଳାରୁ ବାହାର କଲେ। ଯୋଷେଫ କ୍ଷୌର ହୋଇ ଉତ୍ତମ ବସ୍ତ୍ର ପରିଧାନ କଲେ। ଏହା ପରେ ସେ ଫାରୋଙ୍କୁ ଦେଖା କରିବାକୁ ଗଲେ।


ପରମେଶ୍ୱର ନମ୍ର ଲୋକକୁ ଉପରକୁ ଉଠାନ୍ତି ଏବଂ ଯେଉଁମାନେ ଅତି ଦୁଃଖୀ ସେମାନଙ୍କୁ ଖୁସୀ କରାନ୍ତି।


ରାଜାଙ୍କ ମୁଖରୁ କଥା ଶେଷ ନ ହେଉଣୁ, ଏହି ସ୍ୱର୍ଗୀୟବାଣୀ ହେଲା, “ହେ ରାଜା ନବୂଖ‌ଦ୍‌ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି ଯେ ତୁମ୍ଭଠାରୁ ରାଜ୍ୟ କାଢ଼ି ନିଆଗଲା।


ରାଜା ଆମ୍ଭମାନଙ୍କ ପାଇଁ ମୁଖ୍ୟ ଥିଲେ ଓ ସେ ଆମ୍ଭର ନାସାର ନିଃଶ୍ୱାସସ୍ୱରୂପ ଥିଲେ। ଆମ୍ଭେମାନେ କହୁଥିଲୁ, “ତାଙ୍କର ଛାୟାତଳେ ଆମ୍ଭେମାନେ ବଞ୍ଚିବା ଓ ସେ ଗୋଷ୍ଠୀୟମାନଙ୍କଠାରୁ ଆମ୍ଭମାନଙ୍କୁ ରକ୍ଷା କରିବେ।” ମାତ୍ର ସଦାପ୍ରଭୁଙ୍କ ସେହି ଅଭିଷିକ୍ତ ଲୋକ ସେମାନଙ୍କ ଦ୍ୱାରା ଗର୍ତ୍ତରେ ଧରାଗଲେ।


ସେମାନେ ସିଦିକିୟଙ୍କର ପୁତ୍ରମାନଙ୍କୁ ତାଙ୍କ ସମ୍ମୁଖରେ ବଧ କଲେ। ତା'ପରେ ସେମାନେ ସିଦିକିୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ ଓ ତାଙ୍କୁ ଶୃଙ୍ଖଳରେ ବାନ୍ଧି ବାବିଲକୁ ନେଇ ଗଲେ।


ତେଣୁ ଯିହୁଦାର ରାଜା ଯିହୋୟାଖୀନ୍, ତାଙ୍କର ମାତା, ତାଙ୍କର ଦାସମାନେ, ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜାଙ୍କୁ ଭେଟିବାକୁ ଗଲେ। ମାତ୍ର ବାବିଲର ରାଜା ଯିହୋୟାଖୀ‌‌ନଙ୍କୁ ଧରି ତାଙ୍କୁ ବନ୍ଦୀରୂପେ ନେଲେ। ଏହା ନବୂଖ‌ଦ୍‌ନିତ୍ସରଙ୍କ ଅଷ୍ଟମ ବର୍ଷ ରାଜତ୍ୱ କାଳରେ ଘଟିଥିଲା।


ଯିହୋୟାକୀ‌ମଙ୍କ ମୃତ୍ୟୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ କବର ନେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ରାଜ୍ୟ କଲେ।


ମୁଁ ଦେଖି ପାରୁଛି ଯେ, ପୃଥିବୀରେ ସୂର୍ଯ୍ୟତଳେ ଯେଉଁ ସମସ୍ତ ଲୋକମାନେ ବାସ କରୁଛନ୍ତି ଓ ଯାତାୟାତ କରୁଛନ୍ତି, ସେମାନେ ପରବର୍ତ୍ତୀ ଯୁବକକୁ ଅନୁସରଣ କଲେ, ଯିଏ କି ତା'ର ସାଙ୍ଗ, ତାଙ୍କର ସ୍ଥାନ ନେବେ।


ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରୁ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକୁମାରମାନଙ୍କ ସହିତ ଓ କୁଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉଠେଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ଡକୁ ନିର୍ମାଣ କରିଛନ୍ତି ଏବଂ ସମୁଦାୟ ବ୍ରହ୍ମାଣ୍ତ ତାଙ୍କର ଅଟେ।


Swiv nou:

Piblisite


Piblisite