Biblia Todo Logo
Bib sou entènèt

- Piblisite -




ଉପଦେଶକ 4:5 - ପବିତ୍ର ବାଇବଲ

5 କିଛି ଲୋକ କହନ୍ତି, “ମୂର୍ଖମାନେ ହସ୍ତ ବାନ୍ଧି ବସନ୍ତି। ଯଦି ତୁମ୍ଭେ ପରିଶ୍ରମ ନ କର, ତେବେ ତୁମେ ଉପବାସରେ ମୃତ୍ୟୁ ଭୋଗ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।

Gade chapit la Kopi

ଓଡିଆ ବାଇବେଲ

5 ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।

Gade chapit la Kopi




ଉପଦେଶକ 4:5
10 Referans Kwoze  

ଲୋକମାନେ ଦକ୍ଷିଣ ହସ୍ତରେ ଚଞ୍ଚଳ ଚଞ୍ଚଳ ଗିଳି ପକାଇବେ, ମାତ୍ର କ୍ଷୁଧିତ ହେବେ। ବାମ ହସ୍ତରେ ଯାହା ଭୋଜନ କରିବେ ସେଥିରେ ତୃପ୍ତ ହେବେ ନାହିଁ। ତା'ପରେ ସେମାନେ ନିଜ ପିଲାମାନଙ୍କ ମାଂସ ଭକ୍ଷ୍ୟଣ କରିବେ।


ଜଣେ ଅଳସୁଆ ତା'ର ଅଳସୁଆପଣ ଯୋଗୁଁ ଶସ୍ୟ ବୁଣେ ନାହିଁ। କିନ୍ତୁ ଫସଲ କଟା ସମୟରେ ସେ ଫସଲ ଖୋଜିଲେ ପାଏ ନାହିଁ।


ଅଳସୁଆ ଯାହା ଇଚ୍ଛା କରେ, ତାହା ପାଏ ନାହିଁ। ମାତ୍ର କର୍ମଶୀଳ ଲୋକ ବା ପରିଶ୍ରମୀ ଲୋକ ତା'ର ଇଚ୍ଛାନୁସାରେ ଫଳ ଭୋଗ କରେ।


ମୁଁ ନିଜକୁ ବିପଦରେ ପକାଇବି ଏବଂ ମୋ’ ଜୀବନ ନିଜ ହାତରେ ଦେବି।


ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ। ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମର ପକ୍ଷରେ ରହେ।


ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ। ମାତ୍ର ଯେ ନିର୍ଦ୍ଦୟ ସେ ଆପଣା ଶରୀରକୁ ଦୁଃଖ ଦିଏ।


ଜ୍ଞାନୀର କଥା ତା’ ପାଇଁ ପ୍ରଶଂସା ଆଣେ କିନ୍ତୁ ମୂର୍ଖର କଥା ତାକୁ ନଷ୍ଟ କରେ।


ହେ ଅଳସୁଆଲୋକମାନେ, କେତେକାଳ ପର୍ଯ୍ୟନ୍ତ ତୁମ୍ଭେମାନେ ସେଠାରେ ପଡ଼ି ରହିବ? ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ?


Swiv nou:

Piblisite


Piblisite