Biblia Todo Logo
Bib sou entènèt

- Piblisite -




ଉପଦେଶକ 4:6 - ପବିତ୍ର ବାଇବଲ

6 ସଂଘର୍ଷ କରି ଦୁଇ ହାତ ପୂର୍ଣ୍ଣକର। ପବନକୁ ଧରିବାକୁ ଚେଷ୍ଟା କରିବାଠାରୁ ମନର ଶାନ୍ତି, ସୁଖ ପାଇଁ ଗୋଟିଏ ହାତ ମୁଠି ଭଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।

Gade chapit la Kopi

ଓଡିଆ ବାଇବେଲ

6 ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।

Gade chapit la Kopi




ଉପଦେଶକ 4:6
7 Referans Kwoze  

ଅନ୍ୟାୟରେ ପ୍ରଚୁର ରୋଜଗାର ଅପେକ୍ଷା, ଧାର୍ମିକତାରେ ଅଳ୍ପ ରୋଜଗାର ହିଁ ଭଲ ଅଟେ।


ଧାର୍ମିକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।


ବିବାଦଯୁକ୍ତ ଭୋଜିରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଖଣ୍ଡିଏ ଶୁଷ୍କ ଅନ୍ନ ଭଲ।


ତା'ପରେ ମୁଁ ଜ୍ଞାନ ଓ ବୁଦ୍ଧି, ପାଗଳାମି ଓ ବୋକାମି ବିଷୟରେ ଅଭିଜ୍ଞତା ହାସଲ କରିବା ପାଇଁ ନିଷ୍ପତ୍ତି ନେଲି। ଏବଂ ଏହା ହିଁ ପବନର ପଶ୍ଚା‌‌‌ତ୍‌‌‌ଧାବନ ବୋଲି ମୁଁ ଜାଣିଲି।


ଏହା ପରେ ମୁଁ ପୁନ୍ନରାୟ ସୂର୍ଯ୍ୟ ତଳେ ଅସାର ଦେଖିଲି।


ସୂର୍ଯ୍ୟ ତଳେ ଘଟୁଥିବା ସମସ୍ତ କାର୍ଯ୍ୟ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ, ସବୁ ଅସାର, ପବନକୁ ଧରିବା ପରି।


Swiv nou:

Piblisite


Piblisite