ଉପଦେଶକ 4:7 - ପବିତ୍ର ବାଇବଲ7 ଏହା ପରେ ମୁଁ ପୁନ୍ନରାୟ ସୂର୍ଯ୍ୟ ତଳେ ଅସାର ଦେଖିଲି। Gade chapit laପବିତ୍ର ବାଇବଲ (Re-edited) - (BSI)7 ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି। Gade chapit laଓଡିଆ ବାଇବେଲ7 ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି। Gade chapit la |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”
ଯଦି କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ।