ଉପଦେଶକ 5:18 - ପବିତ୍ର ବାଇବଲ18 ମୁଁ ଦେଖିଛି ଯେ, ଏହି ସର୍ବୋତ୍ତମ ଜଣେ ବ୍ୟକ୍ତି ଏହା କରି ପାରିବ। ଏହି ପୃଥିବୀରେ ତା'ର ଅଳ୍ପ ଜୀବନ କାଳ ମଧ୍ୟରେ ଜଣେ ବ୍ୟକ୍ତି ଯାହା କାର୍ଯ୍ୟ କରେ, ସେ ଖାଇ ପିଇ ଉପଭୋଗ କରିବା ଉଚିତ୍। ପରମେଶ୍ୱର ତାହାଙ୍କୁ ଏହି ଅଳ୍ପକାଳ ଜୀବନ ଦେଇଛନ୍ତି ଏବଂ ତାହା ହିଁ ତା'ର ସବୁକିଛି। Gade chapit laପବିତ୍ର ବାଇବଲ (Re-edited) - (BSI)18 ଦେଖ, ଭୋଜନପାନ କରିବାର ଓ ପରମେଶ୍ଵରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ। Gade chapit laଓଡିଆ ବାଇବେଲ18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ। Gade chapit la |
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେମାନେ ତାହା ଭୋଜନ କରିବ। ତୁମ୍ଭେ ଓ ତୁମ୍ଭର ପୁତ୍ର ତୁମ୍ଭର କନ୍ୟା ତୁମ୍ଭ ଦାସ ଓ ଦାସୀଗଣ ଏବଂ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ ସେହି ନୈବେଦ୍ୟ ଭୋଜନ କରିବ। ଯେଉଁଗୁଡ଼ିକ ତୁମ୍ଭମାନଙ୍କର କଠିନ ପରିଶ୍ରମର ଫଳ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ଆନନ୍ଦ କରିବ।