Biblia Todo Logo
Bib sou entènèt

- Piblisite -




ଉପଦେଶକ 5:19 - ପବିତ୍ର ବାଇବଲ

19 ଆହୁରି ପରମେଶ୍ୱର କୌଣସି ବ୍ୟକ୍ତିକୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ ଓ ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ। ଏହା ହିଁ ପରମେଶ୍ୱରଙ୍କର ଦାନ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆହୁରି, ପରମେଶ୍ଵର କୌଣସି ବ୍ୟକ୍ତିକି ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ ଓ ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ଵରଙ୍କ ଦାନ।

Gade chapit la Kopi

ଓଡିଆ ବାଇବେଲ

19 ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।

Gade chapit la Kopi




ଉପଦେଶକ 5:19
6 Referans Kwoze  

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସ୍ମରଣ କର। ଏହି କଥା ମନେରଖ ଯେ, ତୁମ୍ଭମାନଙ୍କୁ ସେ ଏପରି କରିବା ପାଇଁ ଶକ୍ତି ଦେଇଛନ୍ତି। ସଦାପ୍ରଭୁ କାହିଁକି ଏପରି କଲେ? କାରଣ ସେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଥିଲେ ଏପରି କରିବା ପାଇଁ ଯାହାସବୁ ସେ ଆଜି କରିଛନ୍ତି।


ଯଦି ଜଣେ ବ୍ୟକ୍ତି ଖାଦ୍ୟ, ପାନୀୟ ଓ ଉତ୍ତମ ଦ୍ରବ୍ୟ ତା’ ପରିଶ୍ରମ ବଳରେ ଉପଭୋଗ କରି ପାରିଲା, ତେବେ ତାହା ପରମେଶ୍ୱରଙ୍କଠାରୁ ଉପହାର।


ପରମେଶ୍ୱର କେତେକଙ୍କୁ ଧନ, ସମ୍ପତ୍ତି ଓ ସମ୍ମାନ ଦିଅନ୍ତି, ସେହି ବ୍ୟକ୍ତି ଅନ୍ୟ କିଛି ଆଶା କରିବା ପାଇଁ ତା'ର କିଛି ଅଭାବ ନ ଥାଏ। କିନ୍ତୁ ପରମେଶ୍ୱର ସେହି ବ୍ୟକ୍ତିକୁ ଏସବୁ ଉପଭୋଗ କରିବା ପାଇଁ ଅନୁମତି ଦିଅନ୍ତି ନାହିଁ। ତା ବଦଳରେ ଅନ୍ୟ ଜଣେ ଏହା ଉପଭୋଗ କରେ। ଏହା ଅସାର ଅଟେ ଓ ଏକ ମନ୍ଦ ବ୍ୟାଧି ସ୍ୱରୂପ ଅଟେ।


ଏଣୁ ଆମ୍ଭେ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧିରେ ପୂର୍ଣ୍ଣ କରିବା। ଆଉ ମଧ୍ୟ ଆମ୍ଭେ ତୁମ୍ଭକୁ ଧନ, ସମ୍ପତ୍ତି ଓ ସମ୍ମାନ ପ୍ରଦାନ କରିବା। ତୁମ୍ଭ ପୂର୍ବରୁ କୌଣସି ରାଜାର ଏପରି ଧନ ବା ସମ୍ମାନ ନ ଥିଲା। ଏବଂ ଭବିଷ୍ୟତରେ ମଧ୍ୟ କୌଣସି ରାଜାର ଏପରି ଧନସମ୍ମାନ ରହିବ ନାହିଁ।”


ଏହା ବ୍ୟତୀତ ତୁମ୍ଭେ ମାଗି ନ ଥିବା ଜିନିଷ ଆମ୍ଭେ ତୁମ୍ଭକୁ ଦେବା। ଆମ୍ଭେ ତୁମ୍ଭକୁ ପ୍ରଚୁର ସମ୍ପତ୍ତି ଓ ସମ୍ମାନ ଦେବା ଯେ ତୁମ୍ଭ ଜୀବନ କାଳରେ ପୃଥିବୀରେ କେହି ତୁମ୍ଭ ସମାନ ହେବେ ନାହିଁ।


Swiv nou:

Piblisite


Piblisite