ଉପଦେଶକ 5:9 - ପବିତ୍ର ବାଇବଲ9 ଏହିସବୁ ପଛରେ ଭୂମିରୁ ପାଇଥିବା ଲାଭ ଅଛି। ଏପରିକି କ୍ଷେତ୍ର ଦ୍ୱାରା ରାଜା ମଧ୍ୟ ସେବିତ ହୁଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆହୁରି, ପୃଥିବୀର ଫଳ ସମସ୍ତଙ୍କ ପାଇଁ; କ୍ଷେତ୍ର ଦ୍ଵାରା ରାଜା ଆପେ ସେବିତ ହୁଏ। Gade chapit laଓଡିଆ ବାଇବେଲ9 ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି। Gade chapit la |
ଯଦି କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ।