ଉପଦେଶକ 6:11 - ପବିତ୍ର ବାଇବଲ11 ସେମାନେ ଯେତେ ଅଧିକ ଯୁକ୍ତି କରିବେ, ତାହା ସେତେ ଅନାବଶ୍ୟକ ଅଟେ। ଏହା ତାଙ୍କର କ’ଣ ଲାଭ ହେବ? Gade chapit laପବିତ୍ର ବାଇବଲ (Re-edited) - (BSI)11 ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ? Gade chapit laଓଡିଆ ବାଇବେଲ11 ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ? Gade chapit la |
ଯଦି କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ।