Biblia Todo Logo
Bib sou entènèt

- Piblisite -




ଉପଦେଶକ 6:4 - ପବିତ୍ର ବାଇବଲ

4 ସେହିପରି ଶିଶୁଟି ଘନ କୁହୁଡ଼ିରେ ଆଚ୍ଛାଦନ ହୋଇ ଆସେ ଏବଂ ଅନ୍ଧାରରେ ଏଇ ପୃଥିବୀରୁ ଗ୍ଭଲିଯାଏ, ଏବଂ ସେହି ଅନ୍ଧାର ଏହାର ନାମକୁ ମଧ୍ୟ ଲୁଗ୍ଭଇ ଦିଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ତାହା ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତହିଁର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;

Gade chapit la Kopi

ଓଡିଆ ବାଇବେଲ

4 କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;

Gade chapit la Kopi




ଉପଦେଶକ 6:4
3 Referans Kwoze  

ତାଙ୍କର ସବୁ ସନ୍ତାନ-ସନ୍ତତି ମରନ୍ତୁ। ଗୋଟିଏ ପିଢ଼ି ଭିତରେ ତା'ର ନାମକୁ ଲୁପ୍ତ କରିଦିଅନ୍ତୁ।


ଜଣେ ଲୋକ ଏକ ଦୀର୍ଘ ଜୀବନଯାପନ କରେ ଏବଂ ସେ ଶହେ ସନ୍ତାନ ଜନ୍ମ ଦେଇପାରେ। କିନ୍ତୁ ଯଦି ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ନ ହୁଏ ଏବଂ ଯଦି ମୃତ୍ୟୁ ପରେ ତାକୁ କେହି ସ୍ମରଣ ନ କରେ, ତାହାହେଲେ ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ସେହି ଶିଶୁଟି ଉତ୍ତମ ଅଟେ।


ସେ ସୂର୍ଯ୍ୟ ଦେଖି ନାହିଁ କି ସେ ବିଷୟରେ ଜାଣି ନାହିଁ। ସେ ଲୋକ ଅପେକ୍ଷା ବରଂ ଏ ଶିଶୁଟି ଅଧିକ ବିଶ୍ରାମ ପାଏ।


Swiv nou:

Piblisite


Piblisite