ଉପଦେଶକ 6:6 - ପବିତ୍ର ବାଇବଲ6 ପୁଣି ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି 200 ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାଆନ୍ତି? Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି? Gade chapit laଓଡିଆ ବାଇବେଲ6 ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯା’ନ୍ତି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି? Gade chapit la |
ସେ ପ୍ରାର୍ଥନା କରି କହିଲା, “ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା। ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି। ସଦାପ୍ରଭୁ ସବୁକିଛି ଦିଅନ୍ତି ଏବଂ ସବୁକିଛି ନେଇ ଯାଆନ୍ତି। ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”