ଉପଦେଶକ 6:7 - ପବିତ୍ର ବାଇବଲ7 ମନୁଷ୍ୟ ତା'ର ନିଜ ପେଟ ପାଇଁ ପରିଶ୍ରମ କରେ। କିନ୍ତୁ ସେ ସେଥିରେ ସନ୍ତୁଷ୍ଟ ହୁଏ ନାହିଁ କାହିଁକି? Gade chapit laପବିତ୍ର ବାଇବଲ (Re-edited) - (BSI)7 ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ। Gade chapit laଓଡିଆ ବାଇବେଲ7 ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ। Gade chapit la |