ଉପଦେଶକ 6:8 - ପବିତ୍ର ବାଇବଲ8 ଏହି ପ୍ରକାରର ଜଣେ ଜ୍ଞାନୀ ଜଣେ ମୂର୍ଖଠାରୁ କେଉଁ ଗୁଣରେ ଭଲ? ଜଣେ ଗରିବ ଲୋକ ଅନ୍ୟମାନଙ୍କୁ କିପରି ବ୍ୟବହାର କରିବାକୁ ହେବ, ତାହା ଯଦି ଜାଣେ, ଉତ୍ତମତା କ’ଣ? Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ? Gade chapit laଓଡିଆ ବାଇବେଲ8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ? Gade chapit la |
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।