ଉପଦେଶକ 7:18 - ପବିତ୍ର ବାଇବଲ18 ହସ୍ତ କାଢ଼ି ନ ନେଇ ତାକୁ ଧରି ରଖିବାରେ ତୁମ୍ଭର ମଙ୍ଗଳ। କାରଣ ଯେ ପରମେଶ୍ୱରଙ୍କୁ ସମ୍ମାନ କରେ, ସେ ଉଭୟ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ଵରଙ୍କୁ ଭୟ କରେ, ସେ ଏସବୁରୁ ଉତ୍ତୀର୍ଣ୍ଣ ହେବ। Gade chapit laଓଡିଆ ବାଇବେଲ18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ। Gade chapit la |
“ହେ ଫାରୂଶୀଗଣ! ତୁମ୍ଭମାନଙ୍କୁ ଧିକ୍! ତୁମ୍ଭେମାନେ ସମସ୍ତ ବିଷୟରେ ଦଶମାଂଶ ପରମେଶ୍ୱରଙ୍କୁ ଦେଇଥାଅ। ପୋଦିନା, ଆରୁଦ ଓ ଏପରିକି ବଗିଗ୍ଭର ଅନ୍ୟାନ୍ୟ ଛୋଟ ଗ୍ଭରାର ମଧ୍ୟ ଦଶ ଭାଗରୁ ଭାଗେ ପରମେଶ୍ୱରଙ୍କୁ ଦେଇଥାଅ। କିନ୍ତୁ ଅନ୍ୟମାନଙ୍କ ପ୍ରତି ଦୟାପୂର୍ଣ୍ଣ ବ୍ୟବହାର କରିବାକୁ ଓ ପରମେଶ୍ୱରଙ୍କୁ ଭଲ ପାଇବାକୁ ତୁମ୍ଭେମାନେ ଭୁଲି ଯାଇଥାଅ। ତୁମ୍ଭମାନଙ୍କର ଏସବୁ କାର୍ଯ୍ୟ କରିବା ଉଚିତ୍। ତା’ ସହିତ ଦଶମାଂଶ ଦେବା ଏବଂ ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ ଗ୍ଭଲୁ ରଖିବା ଉଚିତ୍।