ଉପଦେଶକ 7:23 - ପବିତ୍ର ବାଇବଲ23 ମୁଁ ଜ୍ଞାନଦ୍ୱାରା ଏସବୁ ପରୀକ୍ଷା କଲି ଏବଂ ମୁଁ କହିଲି, “ମୁଁ ଜ୍ଞାନୀ ହେବାକୁ ଗ୍ଭହେଁ। ମାତ୍ର ଜ୍ଞାନ ମୋର ଗନ୍ତବ୍ୟଠାରୁ ବହୁତ ଦୂରରେ ଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)23 ମୁଁ ଜ୍ଞାନ ଦ୍ଵାରା ଏହିସବୁ ପରୀକ୍ଷା କରିଅଛି; ମୁଁ କହିଲି, ମୁଁ ଜ୍ଞାନୀ ହେବି; ମାତ୍ର ତାହା ମୋʼଠାରୁ ଦୂର ଥିଲା। Gade chapit laଓଡିଆ ବାଇବେଲ23 ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋ’ଠାରୁ ଦୂର ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋʼ ଠାରୁ ଦୂର ଥିଲା। Gade chapit la |