ଉପଦେଶକ 7:25 - ପବିତ୍ର ବାଇବଲ25 ମୋ’ ହୃଦୟରେ ମୁଁ ଜାଣିବାକୁ, ପରୀକ୍ଷା କରିବାକୁ ଏବଂ ଜ୍ଞାନର ପଶ୍ଚାତ୍ଧାବନ କରିବାକୁ ଏବଂ ଏହାର ଉତ୍ତର ପାଇବାକୁ ମୁଁ ଗ୍ଭହିଁଲି। ମୁଁ ମଧ୍ୟ ଦୁଷ୍ଟତା ଓ ବୋକାମୀକୁ ଓ ମୂର୍ଖର ପାଗଳାମିକୁ ଜାଣିବା ପାଇଁ ଗ୍ଭହିଁଲି। Gade chapit laପବିତ୍ର ବାଇବଲ (Re-edited) - (BSI)25 ଜ୍ଞାନ ଓ ବିଷୟମାନର ତତ୍ତ୍ଵ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ବାତୁଳତା, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲାନ୍ତ Gade chapit laଓଡିଆ ବାଇବେଲ25 ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା। Gade chapit la |
“ବର୍ତ୍ତମାନ ଯାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କୁହ, ‘ନିଜକୁ ପବିତ୍ର କାର୍ଯ୍ୟ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତୁତ ହୁଅ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ମୁଁ ନଷ୍ଟ କରିବା ପାଇଁ କହିଥିବା ଲୁଣ୍ଠନ ଦ୍ରବ୍ୟକୁ ତୁମ୍ଭେମାନେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତୁ ନଷ୍ଟ ନ କରିବା ଯାଏ ଶତ୍ରୁମାନଙ୍କ ଉପରେ ଜୟଲାଭ କରି ପାରିବ ନାହିଁ।