Biblia Todo Logo
Bib sou entènèt

- Piblisite -




ଉପଦେଶକ 7:26 - ପବିତ୍ର ବାଇବଲ

26 ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ୟୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା'ର ହୃଦୟ ଏକ ଯନ୍ତାପରି। ତା'ର ହସ୍ତଦ୍ୱୟ ଶୃଙ୍ଖଳ ଅଟେ। ଯେକେହି ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ୱାରା ଧରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ଵରୂପ ଓ ହସ୍ତ ବନ୍ଧନ ସ୍ଵରୂପ, ସେ ମୃତ୍ୟୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ଵରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ଵାରା ଧରାଯିବ।

Gade chapit la Kopi

ଓଡିଆ ବାଇବେଲ

26 ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।

Gade chapit la Kopi




ଉପଦେଶକ 7:26
15 Referans Kwoze  

ପର ସ୍ତ୍ରୀର ମୁଖ ଗଭୀର ଗାତ ଅଟେ, ସଦାପ୍ରଭୁଙ୍କର ଘୃଣିତ ଲୋକ ତହିଁରେ ପଡ଼ିବ।


ପରମେଶ୍ୱର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ୱର ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ୱର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାୟିତ୍ୱ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାୟୁକୁ ଧରିବା ପରି।


ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ଯିଏ ବ୍ୟଭିଗ୍ଭରୀ ଗ୍ଭଟୁବାଦିନୀ ଲୋକଠାରୁ ମଧ୍ୟ ରକ୍ଷା କରିବ।


ସେହି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ରେତାତ୍ମା ତା'ର ଗୃହରେ ଅଛି ବୋଲି, ଏବଂ ତା'ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି ବୋଲି।


ଏହା ପରେ ଫାରୋଙ୍କର କର୍ମଗ୍ଭରୀମାନେ ତାଙ୍କୁ କହିଲେ, “କେତେଦିନ ଯାଏ ଏ ମନୁଷ୍ୟ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ। ସେମାନଙ୍କୁ ଯିବାକୁ ଦିଅ ଏବଂ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ଉପାସନା କରିବାକୁ ଦିଅ। ତୁମ୍ଭେ ଅନୁଭବ କରୁ ନାହଁ କି ମିଶର ଧ୍ୱଂସ ହେଉଅଛି ବୋଲି?”


ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଲାଇ ନେବ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଲାଇ ନେବ।


ସେମାନଙ୍କର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଗ୍ଭଟୁବାକ୍ୟଠାରୁ ଦୂରେଇ ରଖୁ।


ଉପଦେଶକ କହିଲେ, “ଦେଖ, ଉତ୍ତର ପାଇବାକୁ ଗୋଟିଏ ସହିତ ଆଉ ଗୋଟିଏ ଯୋଗ କରି, ଏହା ମୁଁ ପାଇଲି।


ତେଣୁ ସେହି ରାତିରେ ସେ ଦୁହେଁ ମିଶି ତାଙ୍କର ପିତାଙ୍କୁ ମଦ୍ୟପାନ କରାଇଲେ। ତା'ପରେ ତାଙ୍କର ସାନ ଝିଅ ଯାଇ ତାଙ୍କ ସହିତ ସହବାସ କଲା। ଆଉଥରେ ଲୋଟ ଅତ୍ୟଧିକ ମଦ୍ୟପାନ କରିଥିବାରୁ ତାଙ୍କ ଝିଅ କେତେବେଳେ ଆସି କେତେବେଳେ ସହବାସ କରି ଯାଇଛି ସେ ଜାଣିପାରି ନ ଥିଲେ।


ଏହି ଗୃହରେ ସେ ମୋତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶୟନ କରି ପାରିବି ନାହିଁ। ଏହା ଭୁଲ୍ ଅଟେ, ଏହା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ ତୁଲ୍ୟ।”


Swiv nou:

Piblisite


Piblisite