Biblia Todo Logo
Bib sou entènèt

- Piblisite -




ଉପଦେଶକ 7:27 - ପବିତ୍ର ବାଇବଲ

27 ଉପଦେଶକ କହିଲେ, “ଦେଖ, ଉତ୍ତର ପାଇବାକୁ ଗୋଟିଏ ସହିତ ଆଉ ଗୋଟିଏ ଯୋଗ କରି, ଏହା ମୁଁ ପାଇଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ଵ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;

Gade chapit la Kopi

ଓଡିଆ ବାଇବେଲ

27 ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;

Gade chapit la Kopi




ଉପଦେଶକ 7:27
5 Referans Kwoze  

ମୁଁ ଉପଦେଶକ ଯିରୁଶାଲମରେ ଇସ୍ରାଏଲର ଉପରେ ରାଜା ଥିଲି।


ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ୟୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା'ର ହୃଦୟ ଏକ ଯନ୍ତାପରି। ତା'ର ହସ୍ତଦ୍ୱୟ ଶୃଙ୍ଖଳ ଅଟେ। ଯେକେହି ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ୱାରା ଧରାଯିବ।


ମୁଁ ବାରମ୍ବାର ଖୋଜିଲି ଏବଂ ମୁଁ ପାଇଲି ନାହିଁ। ହଜାରରେ ଗୋଟିଏ ପୁରୁଷ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରୁଥିବାର ମୁଁ ପାଇଲି କିନ୍ତୁ ସେମାନଙ୍କ ମଧ୍ୟରେ, ମୁଁ ଏକ ସ୍ତ୍ରୀ ପାଇଲି ନାହିଁ।


Swiv nou:

Piblisite


Piblisite