Biblia Todo Logo
Bib sou entènèt

- Piblisite -




ଉପଦେଶକ 7:28 - ପବିତ୍ର ବାଇବଲ

28 ମୁଁ ବାରମ୍ବାର ଖୋଜିଲି ଏବଂ ମୁଁ ପାଇଲି ନାହିଁ। ହଜାରରେ ଗୋଟିଏ ପୁରୁଷ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରୁଥିବାର ମୁଁ ପାଇଲି କିନ୍ତୁ ସେମାନଙ୍କ ମଧ୍ୟରେ, ମୁଁ ଏକ ସ୍ତ୍ରୀ ପାଇଲି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ମୋହର ପ୍ରାଣ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

28 ମୋହର ପ୍ରାଣ ଆଜି ପର୍ଯ୍ୟନ୍ତ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେହି ସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ମୋହର ପ୍ରାଣ ଆଜି ପର୍ଯ୍ୟନ୍ତ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେହି ସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ।

Gade chapit la Kopi




ଉପଦେଶକ 7:28
6 Referans Kwoze  

ପରମେଶ୍ୱରଙ୍କର ହଜାରେ ଦୂତ ଅଛନ୍ତି। ସେହି ଦୂତମାନଙ୍କ ମଧ୍ୟରୁ ଜଣେ ହୁଏତ ସେହି ବ୍ୟକ୍ତି ପ୍ରତି ଦୃଷ୍ଟି ରଖିଥାଏ। ସେହି ଦୂତ ହୁଏତ ସେହି ଲୋକ କରିଥିବା ଭଲ କାର୍ଯ୍ୟଗୁଡ଼ିକୁ ସେ କହିପାରେ।


ହେ ସଦାପ୍ରଭୁ, ମୋତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।


ରାତ୍ରିକାଳରେ ମୋର ପ୍ରାଣ ତୁମ୍ଭକୁ ଇଚ୍ଛା କରୁଛି ଏବଂ ଅନ୍ତରାତ୍ମା ପ୍ରତି ନୂତନ ପ୍ରଭାତରେ ତୁମ୍ଭକୁ ଅନ୍ୱେଷଣ କରିବ। ଯେତେବେଳେ ତୁମ୍ଭର ଶାସନ ସକଳ ଓ ନ୍ୟାୟ ପ୍ରତିଷ୍ଠିତ ହେବ, ଜଗତବାସୀ ଧର୍ମ ଶିକ୍ଷା କରିବେ।


ଉପଦେଶକ କହିଲେ, “ଦେଖ, ଉତ୍ତର ପାଇବାକୁ ଗୋଟିଏ ସହିତ ଆଉ ଗୋଟିଏ ଯୋଗ କରି, ଏହା ମୁଁ ପାଇଲି।


Swiv nou:

Piblisite


Piblisite