ଉପଦେଶକ 7:6 - ପବିତ୍ର ବାଇବଲ6 ହାଣ୍ଡିତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି ମୂର୍ଖର ହାସ୍ୟ ସେହିପରି, ଏହା ମଧ୍ୟ ଅର୍ଥହୀନ। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ହାଣ୍ତି ତଳେ କଣ୍ଟାର ଚଡ଼ଚଡ଼ ଶଦ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର। Gade chapit laଓଡିଆ ବାଇବେଲ6 କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର। Gade chapit la |
ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପରେ ପରିଣତ ହେବ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ୟୁରେ ଯେପରି ଆକୁଳ କ୍ରନ୍ଦନ କରାଯାଏ ସେହିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହେବ।”