ଉପଦେଶକ 8:14 - ପବିତ୍ର ବାଇବଲ14 ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ। କେବେ କେବେ ଧାର୍ମିକମାନଙ୍କୁ ଏପରି ବ୍ୟବହାର କରାଯାଏ, ସତେ ଯେପରି ସେମାନେ ଦୁଷ୍ଟ ଭାବରେ କାର୍ଯ୍ୟ କରିଛନ୍ତି। ସମୟ ସମୟରେ ଦୁଷ୍ଟ ଲୋକମାନଙ୍କୁ ଏମିତି ବ୍ୟବହାର କରାଯାଏ, ସତେ ଯେପରି ସେମାନେ ନ୍ୟାୟଚିତ କାର୍ଯ୍ୟ କରିଛନ୍ତି। ତା'ପରେ ମୁଁ କହିଲି, ଏହା ଅସାର ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକ-ମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର। Gade chapit laଓଡିଆ ବାଇବେଲ14 ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, “ଏହା ହିଁ ଅସାର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର। Gade chapit la |
ଯଦି କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ।
ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।