ଉପଦେଶକ 8:15 - ପବିତ୍ର ବାଇବଲ15 ତେଣୁ ମୁଁ ନିଷ୍ପତ୍ତି କଲି, ଜୀବନକୁ ଉପଭୋଗ କରିବା ଅଧିକ ଗୁରୁତ୍ୱପୂର୍ଣ୍ଣ। କାରଣ ଭୋଜନପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ। କାରଣ ସେମାନଙ୍କ ଜୀବନକାଳ ମଧ୍ୟରେ ଯେଉଁମାନେ କଠିନ ପରିଶ୍ରମ କରନ୍ତି, ତାହା ହେଉଛି ଗୋଟିଏ ଜିନିଷ ଯାହାକି ସେମାନଙ୍କୁ ସାହାଯ୍ୟ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ଵରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେ ଯେ ପରିଶ୍ରମ କରେ, ସେସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ। Gade chapit laଓଡିଆ ବାଇବେଲ15 ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ। Gade chapit la |
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।