Biblia Todo Logo
Bib sou entènèt

- Piblisite -




ଉପଦେଶକ 8:6 - ପବିତ୍ର ବାଇବଲ

6 ସମସ୍ତ ବିଷୟରେ ଉପଯୁକ୍ତ ସମୟ ଏବଂ ଠିକ୍ ରାସ୍ତା ଅଛି। କିନ୍ତୁ ଲୋକମାନେ ପ୍ରାୟ ଅନେକ କଷ୍ଟ ପାଆନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛିନ୍ତ ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;

Gade chapit la Kopi

ଓଡିଆ ବାଇବେଲ

6 କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି; ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି; ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;

Gade chapit la Kopi




ଉପଦେଶକ 8:6
14 Referans Kwoze  

ପ୍ରତ୍ୟେକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ୱର୍ଗ ତଳେ ପ୍ରତ୍ୟେକ ଯୋଜନା ଠିକ୍ ସମୟରେ ଘଟିବ।


ମୁଁ ମନେ ମନେ କହିଲି: “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଗ୍ଭର କରିବେ। କାରଣ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”


ପରମେଶ୍ୱର ଏହା ଠିକ୍ ସମୟରେ ପ୍ରତ୍ୟେକ ଜିନିଷ ସୁନ୍ଦର କରନ୍ତି। ସେ ମଧ୍ୟ ଲୋକମାନଙ୍କ ମନରେ ଅନନ୍ତକାଳର ଧାରଣା ରଖନ୍ତି, କିନ୍ତୁ ସେମାନେ କେବେହେଲେ ପୁରାପୁରି ବୁଝିପାରନ୍ତି ନାହିଁ ଯେ, ପ୍ରତ୍ୟେକ ଜିନିଷ ପରମେଶ୍ୱର କରିଅଛନ୍ତି।


ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତେବେ ତୁମ୍ଭେମାନେ ବାହାରେ ଠିଆ ହୋଇ କବାଟ ବାଡ଼େଇବ। କିନ୍ତୁ ସେ କବାଟ ଖୋଲିବ ନାହିଁ। ତୁମ୍ଭେମାନେ କହିବ, ‘ଆଜ୍ଞା, ଆମ୍ଭ ପାଇଁ ଦ୍ୱାର ଫିଟାନ୍ତୁ।’ କିନ୍ତୁ ଲୋକଟି କହିବ, ‘ମୁଁ ତୁମ୍ଭକୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ?’


ହେ ଯୁବକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦୟ ଯାହା କରିବା ପାଇଁ ତୁମ୍ଭକୁ ଆଗେଇ ନେଉଛି, ତାହା କର। ଯାହା ଗ୍ଭହୁଁଛ ତାହା କର। କିନ୍ତୁ ମନେରଖ ଯେ, ତୁମ୍ଭେମାନେ ଯାହାସବୁ କରୁଛ, ପରମେଶ୍ୱର ତା'ର ବିଗ୍ଭର କରିବେ।


ତଥାପି ଏସବୁ ବିଷୟ ତୁମ୍ଭେ ତୁମ୍ଭ ହୃଦୟରେ ଗୋପନ ରଖିଥିଲ, ମୁଁ ଜାଣେ ଏହା ତୁମ୍ଭ ମନର ଗୋପନ ଅଭିପ୍ରାୟ। ହଁ, ମୁଁ ଜାଣେ ଏହା ହିଁ ତୁମ୍ଭ ମନର ବିଗ୍ଭର।


ପରମେଶ୍ୱର ଲୋକଙ୍କୁ ମନ୍ଦକାର୍ଯ୍ୟରୁ ନିବୃତ୍ତ କରାଇବାକୁ ଚେତାବନୀ ଶୁଣାନ୍ତି ଏବଂ ଲୋକମାନଙ୍କୁ ଗର୍ବ କରିବାରୁ ବନ୍ଦ କରନ୍ତି।


“କିମ୍ବା ଜଣେ ବ୍ୟକ୍ତି ବିଛଣାରେ ମଧ୍ୟ ପରମେଶ୍ୱରଙ୍କ ବାଣୀ ଶୁଣିପାରେ ଓ ପରମେଶ୍ୱରଙ୍କ ପ୍ରଦତ୍ତ ଦଣ୍ଡ ଓ ଯନ୍ତ୍ରଣା ସହ୍ୟ କରେ। ପରମେଶ୍ୱର ବ୍ୟଥାଦ୍ୱାରା ସେହି ବ୍ୟକ୍ତିକୁ ଚେତାବନୀ ଦିଅନ୍ତି। ସେହି ବ୍ୟକ୍ତି ଏତେ ଯନ୍ତ୍ରଣା ପାଏ ସତେ ଯେମିତି ତା'ର ସବୁହାଡ଼ କଷ୍ଟ ପାଏ।


Swiv nou:

Piblisite


Piblisite