Biblia Todo Logo
Bib sou entènèt

- Piblisite -




ଉପଦେଶକ 9:14 - ପବିତ୍ର ବାଇବଲ

14 ଅଳ୍ପ ଲୋକ ବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା। ଆଉ ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲେ ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜ ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତହିଁ ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।

Gade chapit la Kopi

ଓଡିଆ ବାଇବେଲ

14 ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।

Gade chapit la Kopi




ଉପଦେଶକ 9:14
6 Referans Kwoze  

ଏହା ପରେ ଅରାମର ରାଜା ବି‌ନ୍‌ହଦଦ୍ ନିଜର ସମସ୍ତ ସୈନ୍ୟ ଏକତ୍ର କରି ଶମରିୟାକୁ ଯାଇ ଘେରିଗଲେ ଓ ଆକ୍ରମଣ କଲେ।


ତୁମ୍ଭ ସକାଶେ ଏପରି ସମୟ ଆସୁଛି। ଯେତେବେଳେ କି ତୁମ୍ଭର ଶତ୍ରୁମାନେ ତୁମ୍ଭ ଗ୍ଭରିପଟେ ଗୋଟିଏ ପାଚେରୀ ତିଆରି କରିଦେବେ। ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଫେରିଯାଇ ଅବରୋଧ କରିବେ।


କିନ୍ତୁ ତୁମ୍ଭେମାନେ ଫଳ ନ ଫଳୁଥିବା ବୃକ୍ଷମାନକୁ କାଟି ପାରିବ। ସେଥିରେ ତୁମ୍ଭେମାନେ ଯୁଦ୍ଧାସ୍ତ୍ର ନିର୍ମାଣ କରି ସେହି ନଗର ବିରୁଦ୍ଧରେ ଯୁଦ୍ଧ କରିବ। ସେହି ନଗର ପତନ ପର୍ଯ୍ୟନ୍ତ ତୁମ୍ଭେ ଏହିପରି କରିବ।


ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏପରି ଜ୍ଞାନ ଦେଖିଅଛି। ଆଉ ତାହା ମୋ’ ଦୃଷ୍ଟିରେ ମହତ ଥିଲା।


Swiv nou:

Piblisite


Piblisite