Biblia Todo Logo
Bib sou entènèt

- Piblisite -




ଉପଦେଶକ 9:6 - ପବିତ୍ର ବାଇବଲ

6 ଯେପରି ସେମାନଙ୍କର ପ୍ରେମ, ଠିକ୍ ସେହିପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ। ଏବଂ ସୂର୍ଯ୍ୟ ତଳେ ଯାହାକିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନ; କାଳ ସେମାନଙ୍କର କୌଣସି ଅଂଶ ନ ଥାଏ।

Gade chapit la Kopi

ଓଡିଆ ବାଇବେଲ

6 ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତ କାଳ ସେମାନଙ୍କର କୌଣସି ଅଂଶ ନ ଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।

Gade chapit la Kopi




ଉପଦେଶକ 9:6
11 Referans Kwoze  

ଦୂତ କହିଲେ, “ଉଠ, ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଦେଶକୁ ଯାଅ। କାରଣ ଯେଉଁମାନେ ପିଲାଟିକୁ ମାରିଦେବାକୁ ଚେଷ୍ଟା କରୁଥିଲେ, ସେମାନେ ଏବେ ମରିଗଲେଣି।”


କିଏ ଜାଣେ ସେମାନଙ୍କ ଏହି କ୍ଷଣସ୍ଥାୟୀ ଜୀବନରେ, ମନୁଷ୍ୟ ଅଧିକ ଲାଭକରି କ’ଣ କରିପାରେ? କାରଣ ସେମାନଙ୍କର ଦିନଗୁଡ଼ିକ ଛାଇ ପରି ଗ୍ଭଲିଯିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ଯ୍ୟତଳେ ଭବିଷ୍ୟତରେ ଏଇ ପୃଥିବୀରେ କ’ଣ ହେବ?


ଧାର୍ମିକ ଲୋକମାନେ ଆଶା କରୁଥିବା ଆନନ୍ଦ ଆଣିଦିଏ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଆଶା ଧ୍ୱଂସ ପାଇବ।


ଏହା ପରେ ଜଣେ ନୂତନ ରାଜା ମିଶରରେ ରାଜତ୍ୱ କଲେ। ସେହି ରାଜା ଯୋଷେଫଙ୍କୁ ଜାଣି ନ ଥିଲେ।


ମୋର ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ଅଭାବ କଲି ନାହିଁ। କାରଣ ମୋହର ସମସ୍ତ ପରିଶ୍ରମ ସକାଶୁଁ ମୋହର ହୃଦୟ ଆନନ୍ଦ କଲା। ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।


ସେଥିପାଇଁ ମୁଁ ଦେଖିଲି ଯେ, କେବଳ ନିଜ ସ୍ୱକର୍ମରେ ଆନନ୍ଦ କରିବା ବ୍ୟତୀତ ମନୁଷ୍ୟ ନିମନ୍ତେ ଅନ୍ୟ କିଛି ଭଲ ନୁହେଁ। କାରଣ ଏହା ହିଁ ତା'ର ଅଧିକାର। ଆଉ ଏହା ପରେ ଯାହା ଘଟିବ ତାହାକୁ ଦେଖିବା ପାଇଁ ତାହାକୁ କିଏ ଫେରାଇ ଆଣିପାରିବ?


ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହାତରେ। କେହି ଜାଣେ ନାହିଁ, ତାକୁ ପ୍ରେମ କରାଯିବ କି ଘୃଣା କରାଯିବ। ଏସବୁ ଭବିଷ୍ୟତ ଉପରେ ନିର୍ଭର କରେ। “ଏପରିକି ସେମାନଙ୍କର ପ୍ରେମ ଓ ଘୃଣା ପରମେଶ୍ୱରଙ୍କ ହାତରେ ଅଛି।”


ତେଣୁ ମୁଁ କହିଲି, “ମୁଁ ସଦାପ୍ରଭୁଙ୍କୁ ଜୀବିତମାନଙ୍କ ଦେଶରେ ଦେଖିବି ନାହିଁ। ପୁଣି ଏ ଜଗତରେ ଜୀବିତମାନଙ୍କୁ ମଧ୍ୟ ଦେଖିବି ନାହିଁ।


Swiv nou:

Piblisite


Piblisite