ଉପଦେଶକ 9:7 - ପବିତ୍ର ବାଇବଲ7 ତୁମ୍ଭେ ଆପଣା ମାର୍ଗରେ ଯାଅ। ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି। Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କରନ୍ତ କାରଣ ପରମେଶ୍ଵର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି। Gade chapit laଓଡିଆ ବାଇବେଲ7 ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି। Gade chapit la |