ଏଫିସୀୟ 1:1 - ପବିତ୍ର ବାଇବଲ1 ଖ୍ରୀଷ୍ଟ ଯୀଶୁଙ୍କର ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଏଫିସୀୟଠାରେ ରହୁଥିବା ପରମେଶ୍ୱରଙ୍କ ପବିତ୍ର ଲୋକ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସୀ ଲୋକଙ୍କ ପ୍ରତି ମୁଁ ପ୍ରେରିତ ହୋଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)1 ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ଵାସୀମାନଙ୍କ ନିକଟକୁ ଲେଖୁଅଛି। Gade chapit laଓଡିଆ ବାଇବେଲ1 ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ | Gade chapit laପବିତ୍ର ବାଇବଲ (CL) NT (BSI)1 ଈଶ୍ୱରଙ୍କ ଅଭିମତ ଅନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଥିବା ପାଉଲ, ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ବିଶ୍ୱସ୍ତ ଜୀବନ ଯାପନ କରୁଥିବା ଏଫିସୀର ଈଶ୍ୱରଭକ୍ତମାନଙ୍କ ନିକଟକୁ ଲେଖିଥିବା ଏହି ପତ୍ର:- Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି। Gade chapit la |
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।