ଏଫିସୀୟ 1:15 - ପବିତ୍ର ବାଇବଲ15 ସେଥିପାଇଁ ମୁଁ ଯେତେବେଳେ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ନିରନ୍ତର ଧନ୍ୟବାଦ ଅର୍ପଣ କଲି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ଵାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ, Gade chapit laଓଡିଆ ବାଇବେଲ15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ, Gade chapit laପବିତ୍ର ବାଇବଲ (CL) NT (BSI)15-16 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ଓ ଈଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିବା ସମୟଠାରୁ ତୁମ୍ଭମାନଙ୍କ ପାଇଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ଆସୁଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ, Gade chapit la |
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।