ଏଫିସୀୟ 1:5 - ପବିତ୍ର ବାଇବଲ5 ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ସେ ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ଵଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ, Gade chapit laଓଡିଆ ବାଇବେଲ5 ପୁଣି, ସେ ଆମ୍ଭମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୁର୍ବରୁ ନିରୂପଣ କଲେ; Gade chapit laପବିତ୍ର ବାଇବଲ (CL) NT (BSI)5 ତାଙ୍କ ପ୍ରେମ ହେତୁ, ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମକୁ ତାଙ୍କର ସନ୍ତାନ ରୂପେ ଗ୍ରହଣ କରିବାକୁ ନିରୂପଣ କରିଥିଲେ; ଏହା ହିଁ ଥିଲା ତାଙ୍କର ଆନନ୍ଦ ଓ ଅଭିପ୍ରାୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ; Gade chapit la |