ଏଫିସୀୟ 2:22 - ପବିତ୍ର ବାଇବଲ22 ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭେମାନେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠାରେ ଆତ୍ମାଙ୍କ ମାଧ୍ୟମରେ ପରମେଶ୍ୱର ବାସ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)22 ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ଵରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ। Gade chapit laଓଡିଆ ବାଇବେଲ22 ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ । Gade chapit laପବିତ୍ର ବାଇବଲ (CL) NT (BSI)22 ତାହାଙ୍କ ସାହଚର୍ଯ୍ୟରେ ତୁମ୍ଭେମାନେ ମଧ୍ୟ ଅନ୍ୟ ସମସ୍ତଙ୍କ ସହିତ ଆତ୍ମାରୂପୀ ଈଶ୍ୱରଙ୍କ ଅଧିଷ୍ଠାନ ନିମନ୍ତେ ଏକ ଆବାସ ସ୍ୱରୂପ ନିର୍ମିତ ହୋଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ। Gade chapit la |