ଏଫିସୀୟ 3:11 - ପବିତ୍ର ବାଇବଲ11 ସମୟର ପ୍ରାରମ୍ଭରୁ ପରମେଶ୍ୱରଙ୍କର ଯେଉଁ ଯୋଜନା ଅଛି, ଏହା ତାହା ସହିତ ମେଳ ଖାଉଛି। ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ଏହା ସମ୍ପନ୍ନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତଦନୁସାରେ ମଣ୍ତଳୀ ଦ୍ଵାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ ସ୍ଵର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ; Gade chapit laଓଡିଆ ବାଇବେଲ11 ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ; Gade chapit laପବିତ୍ର ବାଇବଲ (CL) NT (BSI)11 ଈଶ୍ୱର ତାଙ୍କର ଅନନ୍ତକାଳୀନ ଉଦ୍ଦେଶ୍ୟ ଅନୁଯାୟୀ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଏହା ସାଧନ କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ; Gade chapit la |