ଏଫିସୀୟ 3:5 - ପବିତ୍ର ବାଇବଲ5 ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ୟ ବିଷୟରେ କୁହାଯାଇ ନ ଥିଲା। କିନ୍ତୁ ପରମେଶ୍ୱର ଏବେ ନିଜର ପବିତ୍ର ପ୍ରେରିତ ଓ ଭବିଷ୍ୟଦ୍ବକ୍ତାମାନଙ୍କ ନିକଟରେ ପବିତ୍ରଆତ୍ମାଙ୍କ ମାଧ୍ୟମରେ ସେହି ଗୁପ୍ତ ସତ୍ୟଟି ପ୍ରକାଶ କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେହି ନିଗୂଢ଼ତତ୍ତ୍ଵ ଏବେ ଆତ୍ମାଙ୍କ ଦ୍ଵାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବକାଳର ମନୁଷ୍ୟସନ୍ତାନମାନଙ୍କ ନିକଟରେ ସେହିପରି ପ୍ରକାଶିତ ହୋଇ ନ ଥିଲା, Gade chapit laଓଡିଆ ବାଇବେଲ5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା, Gade chapit laପବିତ୍ର ବାଇବଲ (CL) NT (BSI)5 ଅତୀତରେ ମାନବ ଜାତିକୁ ଏହି ନିଗୂଢ଼ ତତ୍ତ୍ୱ ସମ୍ବନ୍ଧରେ କୁହାଯାଇ ନ ଥିଲା। କିନ୍ତୁ ଈଶ୍ୱର ବର୍ତ୍ତମାନ ତାଙ୍କର ପବିତ୍ର ପ୍ରେରିତ ଶିଷ୍ୟ ଓ ଭାବବାଦୀମାନଙ୍କୁ ଆତ୍ମାଙ୍କ ଦ୍ୱାରା ଏହା ପ୍ରକାଶ କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା, Gade chapit la |
ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ।