ଏଫିସୀୟ 3:7 - ପବିତ୍ର ବାଇବଲ7 ପରମେଶ୍ୱରଙ୍କ ବିଶେଷ ଅନୁଗ୍ରହର ଦାନ ଦ୍ୱାରା ମୁଁ ସୁସମାଗ୍ଭର କହିବା ପାଇଁ ଜଣେ ସେବକ ହେଲି। ପରମେଶ୍ୱର ତାହାଙ୍କର କାର୍ଯ୍ୟକାରୀ ଶକ୍ତି ବଳରେ ମୋତେ ଏହି ଅନୁଗ୍ରହ ଦାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଈଶ୍ଵରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି। Gade chapit laଓଡିଆ ବାଇବେଲ7 ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି। Gade chapit laପବିତ୍ର ବାଇବଲ (CL) NT (BSI)7 ଈଶ୍ୱର ତାଙ୍କର ଶକ୍ତି ପ୍ରୟୋଗ କରି ମୋତେ ଯେଉଁ ବଶେଷ ଦାନ ଦେଇଛନ୍ତି, ସେଥିଯୋଗୁଁ ମୁଁ ସୁସମାଚାର ପ୍ରଚାରକ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି। Gade chapit la |
ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।