ଏଫିସୀୟ 4:15 - ପବିତ୍ର ବାଇବଲ15 ନା! ଆମ୍ଭେ ପ୍ରେମ ସହକାରେ ସତ୍ୟ କହିବା। ଆମ୍ଭେ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହେବା। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର। Gade chapit laପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ସତ୍ୟ ଅବଲମ୍ଵନ କରି ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ; Gade chapit laଓଡିଆ ବାଇବେଲ15 କିନ୍ତୁୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ; Gade chapit laପବିତ୍ର ବାଇବଲ (CL) NT (BSI)15 ବରଂ ପ୍ରେମରେ ସତ୍ୟ କହି ସର୍ବତୋଭାବରେ ମସ୍ତକ ସ୍ୱରୂପୀ ଖ୍ରୀଷ୍ଟଙ୍କ ସଦୃଶ ହେବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ; Gade chapit la |
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।