ଏଫିସୀୟ 4:22 - ପବିତ୍ର ବାଇବଲ22 ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ିଦିଅ। କାରଣ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଭଲ ପାଇବାରୁ ତଦ୍ଦ୍ୱାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳରେ ପୁରୁଣା ରୂପ ଦ୍ୱାରା ମନ୍ଦ ଆହୁରି ହୋଇଯାଏ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ଵନ୍ଧରେ, ଯେଉଁ ପୁରାତନ ସ୍ଵଭାବ।। ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, Gade chapit laଓଡିଆ ବାଇବେଲ22 ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, Gade chapit laପବିତ୍ର ବାଇବଲ (CL) NT (BSI)22 ତେଣୁ ଯେଉଁ ପୁରାତନ ସ୍ୱଭାବ ନେଇ ତୁମେ ଜୀବନ ଯାପନ କରୁଥିଲ, ତାହା ପରିତ୍ୟାଗ କର, କାରଣ ତାହାର ଛଳ କାମନା ଦ୍ୱାରା ତୁମର ଆତ୍ମା ବିନଷ୍ଟ ହେଉଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, Gade chapit la |
ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।
ଏହି ଭଣ୍ଡ ଶିକ୍ଷକମାନେ ଅନେକ ଲୋକଙ୍କୁ ଦୁଃଖ ଦେଇଛନ୍ତି। ଅତଏବ ସେମାନେ ନିଜେ ଦୁଃଖ ପାଇବେ। ସେମାନେ କରିଥିବା କାମର ଏହା ହେଉଛି ପ୍ରତିଦାନ। ଏହି ଭଣ୍ଡ ଶିକ୍ଷକମାନେ ଭାବନ୍ତି ଯେ ସମସ୍ତଙ୍କ ଆଗରେ ଖୋଲାଖୋଲି ଭାବେ ମନ୍ଦ କାମ କରିବା ଗୋଟିଏ ଆନନ୍ଦର ବିଷୟ ଅଟେ। ମନ୍ଦ କାମ କରି ସେମାନେ ଆନନ୍ଦ ଉପଭୋଗ କରନ୍ତି। ତୁମ୍ଭମାନଙ୍କ ସହିତ ଭୋଜି ଉତ୍ସବରେ ସମ୍ମିଳିତ ହେବା ବେଳେ, ସେମାନେ ତୁମ୍ଭ ନିମନ୍ତେ ମଇଳା ଦାଗ ଓ କଳଙ୍କି ଦାଗ ଭଳି ଲଜ୍ଜାର କାରଣ ସ୍ୱରୂପ ଅଟନ୍ତି।