ଏଫିସୀୟ 4:26 - ପବିତ୍ର ବାଇବଲ26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)26 କ୍ରୁଦ୍ଧ ହେଲେ ପାପ କର ନାହିଁ; ସୂର୍ଯ୍ୟଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର; Gade chapit laଓଡିଆ ବାଇବେଲ26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)26 ତୁମେ କ୍ରୋଧାନ୍ୱିତ ହୋଇ ପାପ କର ନାହିଁ। ସୂର୍ଯ୍ୟାସ୍ତ ପୂର୍ବରୁ ତୁମର କ୍ରୋଧ ଶାନ୍ତ ହେଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ। Gade chapit la |
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।